ହେଡଲାଇନସ୍:

ସିଏସ୍ଆର୍ ସର୍ଭେ: ଆଇଟିଇଆର୍ ଦେଶର ୧୧ତମ ଶ୍ରେଷ୍ଠ  ଇଞ୍ଜିନିୟରିଂ କଲେଜ ଅଫ୍ ଏମିନେନ୍ସ 

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଭୁୁବନେଶ୍ୱର(ଶାସକ ପ୍ରଶାସକ) : ଶିକ୍ଷା ଓ ଅନୁସନ୍ଧାନ (ଡିମ୍ଡ ଟୁ ବି ୟୁନିଭର୍ସିଟି) ପରିଚାଳିତ ଇନ୍ଷ୍ଟିଚୁ୍ୟଟ୍ ଅଫ୍ ଟେକ୍ନିକାଲ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର୍) ଦେଶର ୧୧ତମ ଶ୍ରେଷ୍ଠ ଇଞ୍ଜିନିୟରିଂ କଲେଜ ଅଫ୍ ଏମିନେନ୍ସ ଭାବେ କମ୍ପିଟିସନ୍ ସକ୍ସେସ୍ ରିଭ୍ୟୁ   (ସିଏସ୍ଆର୍) ସର୍ଭେ -୨୦୨୦ ଅନୁଯାୟୀ ଏହି ମାନ୍ୟତା ପାଇଛି ଆଇଟିଇଆର୍ । 

ଏହି ମାନ୍ୟତା ବା ରାଙ୍କୀଙ୍ଗ ତାଲିକାରେ ଆଇଟିଇଆର୍ ଓଡ଼ିଶାର ଏକମାତ୍ର ଶିକ୍ଷାନୁଷ୍ଠାନ ଭାବେ ଦେଶର ଶ୍ରେଷ୍ଠ ୨୦ଟି ଇଞ୍ଜିନିୟରିଂ କଲେଜ ମଧ୍ୟରେ ସ୍ଥାନ ପାଇଛି । ସିଏସ୍ଆର୍ ପକ୍ଷରୁ ଶିକ୍ଷାନୁଷ୍ଠାନ  ରାଙ୍କୀଙ୍ଗ  କରିବା ସମୟରେ ଶୈକ୍ଷିକ ଭିତିଭୂମି, ଆନୁଷଙ୍ଗିକ ବ୍ୟବସ୍ଥା, ଫ୍ୟାକଲ୍ଟି, ଗବେଷଣା, କନ୍ସଲ୍ଟାନ୍ସି. ଆଡମିସନ୍, ପାଠ୍ୟକ୍ରମ ଶିକ୍ଷା ପ୍ରଦାନ ପ୍ରଣାଳୀ, ନିଯୁକ୍ତି, ସାମାଜିକ ଦାୟିତ୍ୱ ଏବଂ ଶିଳ୍ପ ସହିତ ଆଦାନପ୍ରଦାନ ଇତ୍ୟାଦିକୁ ବିଚାରକୁ ନିଆଯାଇଥିଲା । 

0
0
0
s2sdefault