ହେଡଲାଇନସ୍:

ନିମାଇଁ ଚରଣ ପାଲଙ୍କୁ ମାଲକାନଗିରି ଜିଲ୍ଲା ବିଜେପି ସଭାପତି

User Rating: 5 / 5

Star ActiveStar ActiveStar ActiveStar ActiveStar Active
 

ଭୂବନେଶ୍ୱର : ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଶ୍ରୀ ନିମାଇଁ ଚରଣ ପାଲଙ୍କୁ ମାଲକାନଗିରି ଜିଲ୍ଲା ସଭାପତି ଭାବେ ନିଯୁକ୍ତି ଦିଆଯାଇଛି | ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତିଙ୍କ ଅନୁମୋଦନକ୍ରମେ ଶ୍ରୀ ପାଲଙ୍କୁ ମାଲକାନଗିରି ଜିଲ୍ଲା ସଭାପତି ଭାବେ ଦାୟୀତ୍ୱ ପ୍ରଦାନ କରାଗଲା ବୋଲି ଗଣମାଧ୍ୟମ ବିଭାଗ ମୁଖ୍ୟ ଶ୍ରୀ ଦିଲୀପ ମଲ୍ଲିକ ସୁଚନା ଦେଇଛନ୍ତି ।

0
0
0
s2sdefault