ହେଡଲାଇନସ୍:

ବାତ୍ୟା କ୍ଷୟକ୍ଷତି ଅନୁଧ୍ୟାନ ପଶ୍ଚିମବଙ୍ଗରେ ପହଁଚିଲେ ପ୍ରଧାନମନ୍ତ୍ରୀ

User Rating: 5 / 5

Star ActiveStar ActiveStar ActiveStar ActiveStar Active
 

କୋଲକାତା : ଆମ୍ପାନ ବାତ୍ୟା ଦ୍ୱାରା ପ୍ରଭାବିତ ପଶ୍ଚିମବଙ୍ଗ ଓ ଓଡ଼ିଶାରେ ବାତ୍ୟା କ୍ଷୟକ୍ଷତି ଅନୁଧ୍ୟାନ ପାଇଁ ଆଜି ସକାଳେ କୋଲକାତାରେ ପହଂଚିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି | ସେଠାରେ ସେ ବନ୍ୟା କ୍ଷୟକ୍ଷତି ସମ୍ପର୍କରେ ଆଲୋଚନା କରି ଆକାଶମାର୍ଗରୁ ବାତ୍ୟା କ୍ଷତିଗ୍ରସ୍ତ ଅଂଚଳ ସର୍ଭେ କରିବେ | 

ଅପରପକ୍ଷରେ ଆଜି ଅପରାହ୍ନ ୨ଟା ୫୦ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୁବନେଶ୍ୱରରେ ପହଞ୍ଚିବେ |  ୨ଟା ୫୫ରେ ହେଲିକପ୍ଟରରେ ଆକାଶମାର୍ଗରୁ ବାତ୍ୟା ଅଞ୍ଚଳ ବୁଲି ଦେଖିବେ, ଅପରାହ୍ନ ୪ଟା ୫୫ରେ ଭୁବନେଶ୍ୱର ଫେରି ୫ଟାରୁ ୬ ପର୍ଯ୍ୟନ୍ତ ସମୀକ୍ଷା ବୈଠକ କରିବେ |  ସନ୍ଧ୍ୟା ୬ଟା ୧୫ରେ ଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି | 

0
0
0
s2sdefault