ହେଡଲାଇନସ୍:

ରାଷ୍ଟ୍ରପତିଙ୍କ ସହ ସାକ୍ଷାତ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

User Rating: 5 / 5

Star ActiveStar ActiveStar ActiveStar ActiveStar Active
 

ନୂଆଦିଲ୍ଲୀ/ଭୁବନେଶ୍ୱର– କେନ୍ଦ୍ର ପେଟ୍ରୋଲିୟମ ଓ ଇସ୍ପାତ ମନ୍ତ୍ରୀ  ଧର୍ମେନ୍ଦ୍ର ପ୍ରଧାନ ସୋମବାର ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ରାଷ୍ଟ୍ରପତି ଭବନରେ କେନ୍ଦ୍ର ଇସ୍ପାତ ରାଷ୍ଟ୍ରମନ୍ତ୍ରୀ ଫଗନ ସିଂହ କୁଲସ୍ତେଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ଏହି ଅବସରରେ ରାଷ୍ଟ୍ରପତି ଶ୍ରୀ କୋବିନ୍ଦ ପୁନର୍ବାର ମବୀମଣ୍ଡଳରେ ସ୍ଥାନ ପାଇଥିବାରୁ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଥିଲେ ।

0
0
0
s2sdefault