ହେଡଲାଇନସ୍:

 କୃତାର୍ଥ ମଣିଲି- ଧର୍ମେନ୍ଦ୍ର 

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ

ପୁରୀ, (ଶାସକ ପ୍ରଶାସକ) –କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ପୁରୀ ଗସ୍ତରେ ଯାଇ ଶ୍ରୀମନ୍ଦିରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି । ଏହି ଅବସରରେ ଗଣମାଧ୍ୟମକୁ କହିଛନ୍ତି ଯେ ଦୀର୍ଘ ଦିନ ପରେ ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତ୍ୟକ୍ଷ ଦର୍ଶନ କରି ନିଜକୁ କୃତାର୍ଥ ମନେ କଲି । ମହାପ୍ରଭୁଙ୍କ ପାଖରେ ସମସ୍ତଙ୍କ ମଙ୍ଗଳ କାମନା କରୁଛି ।

 

0
0
0
s2sdefault