ହେଡଲାଇନସ୍:

ଖୋର୍ଦ୍ଧା ଜିଲ୍ଲାର ପ୍ରଥମ ମହିଳା ପ୍ଲାଜମା ଦାତାଙ୍କୁ ସମ୍ବର୍ଦ୍ଧିତ କଲେ ମନ୍ତ୍ରୀ ଅରୁଣ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଭୁବନେଶ୍ୱର :  ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ କ୍ରମେ ଖୋର୍ଦ୍ଧା ଜିଲ୍ଲାର ପ୍ରଥମ ମହିଳା ଭାବେ ସମ୍‌ ହସ୍ପିଟାଲରେ କାର୍ଯ୍ୟରତ ଷ୍ଟାଫ୍‌ନର୍ସ ରଶ୍ମିତା ମୁଦୁଲି ପ୍ଲାଜ୍‌ମା ଦାନ କରିଛନ୍ତି । ଏଥିପାଇଁ ଆଜି ରଶ୍ମିତାଙ୍କୁ ରାଜ୍ୟ କୃଷି, କୃଷକ ସଶକ୍ତିକରଣ, ମତ୍ସ୍ୟ ପଶୁପାଲନ ତଥା ଉଚ୍ଚ ଶିକ୍ଷା ମନ୍ତ୍ରୀ ଡ଼ ଅରୁଣ କୁମାର ସାହୁ ସାଧୁବାଦ ଜଣାଇବା ସହ ତାଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି । ରଶ୍ମିତାଙ୍କ ଏହି କାର୍ଯ୍ୟ ଅନ୍ୟମାନଙ୍କୁ ପ୍ରେରଣା ଦେବ ବୋଲି ମନ୍ତ୍ରୀ ଡ଼ ସାହୁ ଆଶାବ୍ୟକ୍ତ କରିଛନ୍ତି ।

0
0
0
s2sdefault