୨୪ ଘଣ୍ଟା ଭିତରେ ସାରା ଦେଶରେ ୬୯,୯୨୧/ ୮୧୯  

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ନୂଆଦିଲ୍ଲୀ (ଶାସକ ପ୍ରଶାସକ) : ଦେଶରେ ଗତ ୨୪ ଘଣ୍ଟା ଭିତରେ ସାରା ଦେଶରେ  ୬୯,୯୨୧ କୋଭିଡ ପଜିଟିଭ କେଶ ଚିହ୍ନଟ ହୋଇଥିବା ବେଳେ ୮୧୯ ଜଣଙ୍କ ମୃତ୍ୟୁ ହୋଇଛି | ଦେଶରେ ମୋଟ ପଜିଟିଭଙ୍କ ସଂଖ୍ୟା ୩୬,୯୧,୧୬୭  ହୋଇଥିବା ବେଳେ ଏ ଯାବତ ଦେଶରେ ୨୮,୩୯,୮୮୩  ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି | ଦେଶରେ ଏଯାବତ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୭,୮୫,୯୯୬  ରହିଥିବା ବେଳେ ମୃତ୍ୟୁ ସଂଖ୍ୟା ୬୫,୨୮୮ ରେ ପହଂଚିଛି | 

0
0
0
s2sdefault