ହେଡଲାଇନସ୍:

ତିର୍ତ୍ତୋଲର ପୂର୍ବତନ ବିଧାୟକ ତଥା ବିଜେଡିର ବରିଷ୍ଠ ନେତା ରବୀନ୍ଦ୍ର ଭୋଇଙ୍କ ଦେହାନ୍ତ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଭୁବନେଶ୍ୱର : ତିର୍ତ୍ତୋଲର ପୂର୍ବତନ ବିଧାୟକ ତଥା ବିଜେଡିର ବରିଷ୍ଠ ନେତା ରବୀନ୍ଦ୍ର ଭୋଇଙ୍କ ଦେହାନ୍ତ ହୋଇଥିବା ଜଣାପଡିଛି । ରାଜ୍ୟ ପଞ୍ଚାୟତି ରାଜ, ପାନୀୟ ଜଳ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ଓ ଆଇନ ମନ୍ତ୍ରୀ ପ୍ରତାପ ଜେନା  ବିଧାୟକ ଶ୍ରୀ ଭୋଇଙ୍କ ବିୟୋଗରେ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।

0
0
0
s2sdefault