ହେଡଲାଇନସ୍:

ଲଗାମଛଡା ଆକ୍ରାନ୍ତଙ୍କ ସଂଖ୍ୟା : ଆକ୍ରାନ୍ତଙ୍କ ସଂଖ୍ୟା ଟପିଲା ୪୭ ଲକ୍ଷ 

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଆଜି ଭାରତରେ କରୋନା ୯୪,୩୭୨/୧,୧୧୪ 

ନୂଆଦିଲ୍ଲୀ (ଶାସକ ପ୍ରଶାସକ) : ଆଜି ବି ଲଗାମ ଛଡ଼ା ହୋଇଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଆଉ କରୋନା ମୃତ୍ୟ | ଗତ ୨୪ ଘଣ୍ଟା ଭିତରେ ସାରା ଦେଶରେ 94,372 କୋଭିଡ ପଜିଟିଭ କେଶ ଚିହ୍ନଟ ହୋଇଥିବା ବେଳେ 1,114   ଜଣଙ୍କ ମୃତ୍ୟୁ ହୋଇଛି | ଦେଶରେ ମୋଟ ପଜିଟିଭଙ୍କ ସଂଖ୍ୟା 47,54,357 ହୋଇଥିବା ବେଳେ ଏ ଯାବତ ଦେଶରେ 37,02,596  ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି | ଦେଶରେ ଏଯାବତ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା 9,73,175 ରହିଥିବା ବେଳେ ମୃତ୍ୟୁ ସଂଖ୍ୟା 78,586  ରେ ପହଂଚିଛି | 

ଏଯାବତ ଦେଶରେ ମୋଟ 5,62,60,928  କୋଭିଡ ନମୁନା ଯାଞ୍ଚ ହୋଇଥିବା ବେଳେ ଗତକାଲି ଗୋଟିଏ ଦିନରେ ନମୁନା ଯାଞ୍ଚ ହୋଇଛି 10,71,702  ଟି |

0
0
0
s2sdefault