ତିର୍ତ୍ତୋଲ ଓ ବାଲେଶ୍ୱର ନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ | ତିନି ପ୍ରମୁଖ ରାଜନୈତିକ ଦଳରେ ତତ୍ପରତା

User Rating: 5 / 5

Star ActiveStar ActiveStar ActiveStar ActiveStar Active
 

 ଭୁବନେଶ୍ୱର (ଶାସକ ପ୍ରଶାସକ ) ତିର୍ତ୍ତୋଲ ଓ ବାଲେଶ୍ୱର ନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ | ତିନି ପ୍ରମୁଖ ରାଜନୈତିକ ଦଳରେ  ଦେଖା ଦେଇଛି ତତ୍ପରତା | ନଭେମ୍ବର ୩ ତାରିଖରେ ହେବାକୁ ଥିବା ନିର୍ବାଚନ ପାଇଁ ଆଜି ଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି | ଆସନ୍ତା ୧୬ ତାରିଖ ସୁଦ୍ଧା ନାମାଙ୍କନ ପତ୍ର ଦାଖଲ ଶେଷ ତାରିଖ ରହିଛି |  ଅକ୍ଟୋବର ୧୭ ତାରିଖରେ ପ୍ରାର୍ଥୀପତ୍ର ଯାଞ୍ଚ ହେବାକୁ ଥିବା ବେଳେ ୧୯ ତାରିଖରେ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ତାରିଖ ରହିଛି | 

0
0
0
s2sdefault