ଭୁବନେଶ୍ୱର: ଗତ କିଛି ବର୍ଷଧରି କୌଣସି ନା କୌଣସି କାରଣରୁ ଜନ୍ମଦିନ, ହୋଲି ଆଦି ଇତ୍ୟାଦି ପାଳିବା ବନ୍ଦ କରୁଥିବା ବେଳେ ଏବର୍ଷ ଜନ୍ମଦିବ ମଧ୍ୟ ପାଳିବେନି ମୁଖ୍ୟମନ୍ତ୍ରୀ । କୋଭିଡ଼ ସକ୍ରମଣ କୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆସନ୍ତା କାଲି ତାଙ୍କ ଜନ୍ମ ଦିନ ପାଳନ କରିବେ ନାହିଁ। । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଓଡିଶା ବାସୀ କ ଭଲ ପାଇବା ଓ ଶୁଭେଚ୍ଛା ନିମନ୍ତେ ସେ ସବୁବେଳେ ଋଣୀ । ଗତ ଆଠ ମାସ ହେଲା କୋଭିଡ଼ ଯୋଗୁଁ ସମସ୍ତେ କଠିନ ସମୟ ଦେଇ ଗତି କରୁଛନ୍ତି । ତେଣୁ ଆଗାମୀ କାଲି ନବୀନ ନିବାସ ନ ଆସି ଗରିବ ଲୋକଙ୍କୁ ସାହାଯ୍ୟ କରିବା ,ରକ୍ତ ଦାନ କରିବା ଏବଂ plasma ଦାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣ କୁ ନିବେଦନ କରିଛନ୍ତି।
ରାଜ୍ୟ
ଏବର୍ଷ ବି ଜନ୍ମ ଦିନ ପାଳିବେନି ମୁଖ୍ୟମନ୍ତ୍ରୀ , କାରଣ କୋଭିଡ
- Hits: 531
