ହେଡଲାଇନସ୍:

ବିଜେଡିରୁ ବିଦା ହେଲେ ପ୍ରଦୀପ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଭୁବନେଶ୍ୱର : ପାଠକ କାଣ୍ଡରେ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ , ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ମୁଣ୍ଡରେ ପଡିଲା ରାଜନୀତିର ଖଣ୍ଡା । ଆଜି ବିଧିବଦ୍ଧ ଭାବେ ତାଙ୍କୁ ଦଳରୁ ବହିଷ୍କାର କରାଯାଇଛି । ବିଜେଡି ଦଳର ସଭାପତି ନବୀନ ପଟ୍ଟନାୟକ ତାଙ୍କୁ ଜନ ବିରୋଧୀ କାର୍ଯ୍ୟରେ ଲିପ୍ତଥିବା କାରଣରୁ ଦଳର ପ୍ରାଥମିକ ସଭ୍ୟ ପଦରୁ ବହିଷ୍କାର କରିଛନ୍ତି ବୋଲି ଦଳର ସାଧାରଣ ସମ୍ପାଦକ(ଗଣମାଧ୍ୟମ ବ୍ୟାପାର) ମାନସ ରଞ୍ଜନ ମଙ୍ଗରାଜ ସୂଚନା ଦେଇଛନ୍ତି ।

0
0
0
s2sdefault