ହେଡଲାଇନସ୍:

ପଞ୍ଚାୟତିରାଜ ଦିବସ ପାଳନ ଉପଲକ୍ଷେ ସବୁ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟ ଛୁଟି 

User Rating: 5 / 5

Star ActiveStar ActiveStar ActiveStar ActiveStar Active
 

ଭୁବନେଶ୍ୱର :  ପଞ୍ଚାୟତିରାଜ ଦିବସ ପାଳନ ଉପଲକ୍ଷେ ମାର୍ଚ୍ଚ ୫ ତାରିଖ ରାଜ୍ୟର ଉଚ୍ଚଶିକ୍ଷା ଅଧୀନରେ ଥିବା ସବୁ ବିଶ୍ୱବିଦ୍ୟାଳୟ ଓ ସେମାନଙ୍କ  ଅଧୀନରେ ଥିବା ସବୁ ସରକାରୀ ଓ ବେସରକାରୀ ମହାବିଦ୍ୟାଳୟ ବନ୍ଦ ରହିବ | ଆଜି ଏହି ମର୍ମରେ ଉଚ୍ଚଶିକ୍ଷା ବିଭାଗ ପ୍ରମୁଖ ଶାସନ ସଚିବ ଶାଶ୍ୱତ ମିଶ୍ର ସବୁ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟକୁ ପତ୍ର ଲେଖି ଜଣାଇଦେଇଛନ୍ତି | 

0
0
0
s2sdefault