ହେଡଲାଇନସ୍:

ଜୟନ୍ତୀଙ୍କ ଜୟଯାତ୍ରା : ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ 

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଭୁବନେଶ୍ୱର : ବେଙ୍ଗାଲୁରୁରେ ଚାଲିଥିବା ୧୯ତମ ଜାତୀୟ ଦିବ୍ୟାଙ୍ଗ ଦୌଡ଼କୁଦ ପ୍ରତିଯୋଗିତାରେ ଓଡ଼ିଆ ଝିଅ ଜୟନ୍ତୀ ବେହେରା ୧୦୦ ମିଟର, ୨୦୦ ମିଟର, ୪୦୦ ମିଟର ମହିଳା  T-47 ବର୍ଗରେ ହ୍ୟାଟ୍ରିକ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି | ଲଗାତାର ଭାବେ ପଞ୍ଚମ ଥର ପାଇଁ  ଏଭଳି ହ୍ୟାଟ୍ରିକ ସଫଳତା ପାଇଥିବା ଜୟନ୍ତୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ | 

ମୁଖ୍ୟମନ୍ତ୍ରୀ ତାଙ୍କ ଟ୍ୱିଟରେ ଜୟନ୍ତୀଙ୍କ ଏ ସଫଳତା ପାଇଁ ଓଡିଶା ଗର୍ବିତ ବୋଲି ବୋଲି ଉଲ୍ଲେଖ କରିବା ସହ ତାଙ୍କ ସଫଳ ଭବିଷ୍ୟତ କାମନା କରିଛନ୍ତି | 

0
0
0
s2sdefault