ହେଡଲାଇନସ୍:

ବିଶ୍ୱକେଶନ ହରିଚନ୍ଦନ ମହାପାତ୍ର ପିପିଲିରେ କଂଗ୍ରେସ ପ୍ରାର୍ଥୀ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

Bishwokeshan Harichandan Named Congress Candidate For Pipili Bypoll

ଭୁବନେଶ୍ୱର : ପୁରୀର ଜିଲ୍ଲାର ପିପିଲି ବିଧାନସଭା ନିର୍ବାଚନମଣ୍ଡଳୀ ଉପ-ନିର୍ବାଚନ ପାଇଁ ବିଶ୍ୱକେଶନ ହରିଚନ୍ଦନ ମହାପାତ୍ରଙ୍କୁ କଂଗ୍ରେସ ପ୍ରାର୍ଥୀ ହୋଇଛନ୍ତି | କଂଗ୍ରେସ ସଭାପତି ସୋନିଆ ଗାନ୍ଧୀ ବିଶ୍ୱକେଶନ ହରିଚନ୍ଦନ ମହାପାତ୍ରଙ୍କ ପ୍ରାର୍ଥୀତ୍ୱକୁ ଅନୁମୋଦନ ଦେଇଥିବା ଏଆଇସିସି  ସାଧାରଣ ସମ୍ପାଦକ ମୁକୁଲ ୱାସନିକଙ୍କ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତିରେ କୁହାଯାଇଛି |

0
0
0
s2sdefault