ହେଡଲାଇନସ୍:

ପଦ୍ମପୁର ଉପଖଣ୍ଡ ଚିକିତ୍ସାଳୟକୁ ୭୨ ଘଣ୍ଟା ପାଇଁ ସଟଡାଉନ ଘୋଷଣା କଲେ ଉପଜିଲ୍ଲାପାଳ ।

User Rating: 5 / 5

Star ActiveStar ActiveStar ActiveStar ActiveStar Active
 

 

ପଦ୍ମପୁର- କରୋନା ଆକ୍ରାନ୍ତଙ୍କ ସଙ୍ଖା ଦିନକୁ ଦିନ ଦ୍ରୁତ ଗତିରେ ବଢିବାରେ ଲାଗିଛି । ପଦ୍ମପୁର ସହର ତଥା ଆଖପାଖ ଅଞ୍ଚଳରେ ମଧ୍ୟ କରୋନା ଆକ୍ରାନ୍ତଙ୍କ ସଙ୍ଖା ବଢ଼ିବାରେ ଲାଗିଛି । ପଦ୍ମପୁର ଉପଖଣ୍ଡ ଚିକିତ୍ସାଳୟରେ ଦଶ ଜଣ କର୍ମଚାରୀ କରୋନା ଆକ୍ରାନ୍ତ ଚିହ୍ନଟ ହେବାପରେ ଆଜି ଦିନ ୧୧ ଟାରୁ ୭୨ ଘଣ୍ଟା ପାଇଁ ସଟଡାଉନ ଘୋଷଣା କଲେ ପଦ୍ମପୁର ଉପଜିଲ୍ଲାପାଳ । ଏହି ସଟଡାଉନ ସମୟରେ କେବଳ ଜରୁରୀ କାଳୀନ ସେବା ଜାରି ରହିବ ।

0
0
0
s2sdefault