ହେଡଲାଇନସ୍:

ମମତାଙ୍କୁ ଫୋନ କରି ଅଭିନନ୍ଦନ ଜଣାଇଲେ ନବୀନ 

User Rating: 5 / 5

Star ActiveStar ActiveStar ActiveStar ActiveStar Active
 

ଭୁବନେଶ୍ୱର ( ଶାସକ ପ୍ରଶାସକ) : ଆଜି ସକାଳେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବ୍ୟକ୍ତିଗତ ଭାବେ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ  ମମତା ବାନାର୍ଜୀଙ୍କ ସହ ଟେଲିଫୋନ୍ ଯୋଗେ କଥା ହୋଇଛନ୍ତି । ବିଧାନସଭା ନିର୍ବାଚନରେ ତାଙ୍କ ଦଳର ଆଶାତୀତ ବିଜୟ ପାଇଁ ଓଡିଶା ମୁଖ୍ୟମନ୍ତ୍ରୀ  ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି | ସୂଚନାଯୋଗ୍ୟ ଯେ ନିକଟରେ ଅନୁଷ୍ଠିତ ହୋଇଥିବା ବିଧାନସଭା ନିର୍ବାଚନରେ ମମତାଙ୍କ ଦଳ ଲଗାତାର ତୃତୀୟ ଥର ପାଇଁ  ସଂଖ୍ୟା ଗରିଷ୍ଠତା ହାସଲ କରି ପୁଣି ଠାରେ ସରକାର ଗଠନ କରିବାକୁ ଯାଉଛି | 

0
0
0
s2sdefault