ହେଡଲାଇନସ୍:

ଷୋହଳ ଜିଲ୍ଲା ରେ RTPCR ଟେଷ୍ଟିଙ୍ଗ ପରୀକ୍ଷାଗାର ପାଇଁ କୋଡ଼ିଏ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ ।

User Rating: 5 / 5

Star ActiveStar ActiveStar ActiveStar ActiveStar Active
 

ଭୁବନେଶ୍ୱର : କୋଭିଡ଼ ଲଢ଼େଇରେ ରୋଗୀର  ଶୀଘ୍ର ପରୀକ୍ଷା ସକ୍ରମଣକୁ ରୋକିବାରେ ବିଶେଷ ଗୁରୁତ୍ୱ ବହନ  କରେ । ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ଷୋହଳ ଟି ଜିଲ୍ଲା  ଯଥା ଭଦ୍ରକ,ବଉଦ ,ଢେ଼ଙ୍କାନାଳ ଗଜପତି ,ଖୋର୍ଦ୍ଧା ଜଗତସିଂହପୁର ,ଯାଜପୁର କେନ୍ଦ୍ରାପଡା ,ନବରଙ୍ଗପୁରମାଲକାନଗିରି ,ନୂଆପଡା ସୋନପୁର ,କନ୍ଧମାଳ ସୁନ୍ଦରଗଡ ରାୟଗଡ଼ା ଓ ବରଗଡ ର ସଦର ମହକୁମା ରେ ଗୋଟିଏ ଗୋଟିଏ  RTPCR test centre ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କୋଡ଼ିଏ କୋଟି ଟଙ୍କା ମଞ୍ଜୁର କରିଛନ୍ତି ।

ଏହି test centre ଗୁଡିକ ସବୁଦିନ ଲୋକଙ୍କୁ ସେବା ଯୋଗାଇ ଦେବ ।ଏଥିନିମନ୍ତେ ପ୍ରତି ଜିଲ୍ଲା ରେ ଜଣେ ଲେଖାଏ microbiologist  ଓ ତିନି ଜଣ lab technician ଙ୍କୁ ନିୟୋଜିତ କରାଯିବ । କରୋନା ସକ୍ରମଣକୁ ରୋକିବା ଓ ତୁରନ୍ତ ଚିକିତ୍ସା ଆରମ୍ଭ କରିବାରେ ଏହା ବିଶେଷ  ସହାୟକ ହେବ।

0
0
0
s2sdefault