ହେଡଲାଇନସ୍:

ବିଶ୍ବ ନର୍ସିଂ ଦିବସ :ନର୍ସ ମାନଙ୍କ ସହ କଥା ହୋଇ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଭୁବନେଶ୍ୱର :ଆଜି ବିଶ୍ବ ନର୍ସିଂ ଦିବସ ।ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ  ପଟ୍ଟନାୟକ ରାଜ୍ୟର ବିଭିନ୍ନ ଡାକ୍ତରଖାନାମାନଙ୍କ ରେ କାର୍ଯ୍ୟ ରତ ନର୍ସ ମାନଙ୍କ ସହ ଫୋନ ଯୋଗେ କଥା ହୋଇ ସେମାନଙ୍କୂ ଶୁଭେଚ୍ଛା ଜଣାଇଥିଲେ । ନିଜର ବ୍ୟକ୍ତିଗତ ସୁଖ ଦୁଃଖ କୁ ପଛରେ ପକାଇ ସେମାନେ ଯେପରି  ରୋଗୀଙ୍କୁ ନିଷ୍ଠା ର ସହ ସେବା  ଯୋଗାଇ  ଚାଲିଛନ୍ତି ମୁଖ୍ୟମନ୍ତ୍ରୀ ତାର ଉଚ୍ଚ ପ୍ରଶଂସା କରିଥିଲେ ।

0
0
0
s2sdefault