ହେଡଲାଇନସ୍:

ପେନସନଭୋଗୀଙ୍କ ପାଇଁ ଲାଇଫ୍ ସାର୍ଟିଫିକେଟ ଦାଖଲ ସମୟସୀମା ବଢ଼ିଲା

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଭୁବନେଶ୍ୱର:କୋଭିଡ୍-୧୯ ମହାମାରୀ ଦୃଷ୍ଟିରୁ ପେନସନଭୋଗୀମାନଙ୍କ ବାର୍ଷିକ ଜୀବିତ ପ୍ରମାଣପତ୍ର (ଲାଇଫ୍ ସାର୍ଟିଫିକେଟ୍) ଅବଧିକୁ ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଘୁଞ୍ଚାଇ ଦିଆଯାଇଛିା ଓଡ଼ିଶା ଟ୍ରେଜେରୀ ସଂହିତା ଭଲୁ୍ୟମ୍-୧ର ରୁଲ୍ ୩୧୪ ଅନୁଯାୟୀ ପ୍ରତିବର୍ଷ ପେନସନଭୋଗୀମାନେ ନଭେମ୍ବର ୩୦ ତାରିଖ ମଧ୍ୟରେ ଜୀବିତ ପ୍ରମାଣପତ୍ର ଦାଖଲ କରିବାକୁ ପଡ଼ିଥାଏା ଏହାଛଡ଼ା ସେମାନଙ୍କୁ ବିବାହ କରିନଥିବା, ପୁନର୍ବିବାହ ଓ ଅନ୍ୟତ୍ର ନିୟୋଜନ ସମ୍ବନ୍ଧୀୟ ଘୋଷଣାନାମା ଦେବାକୁ ପଡ଼ିଥାଏା
ରାଜ୍ୟ ସରକାର କୋଭିଡ୍-୧୯ ମହାମାରୀର ପ୍ରଭାବ ବଳବତ୍ତର ରହିଥିବା ଦୃଷ୍ଟିରୁ ଏହି ପ୍ରମାଣପତ୍ର ଦାଖଲ ସୀମାକୁ ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଘୁଞ୍ଚାଇଛନ୍ତିା

0
0
0
s2sdefault