ହେଡଲାଇନସ୍:

ଆଜି ବନ୍ୟାଞ୍ଚଳ ପରଦର୍ଶନ କରିବେ ମୁଖ୍ୟମନ୍ତ୍ରୀ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଆଜି ଅପରାହ୍ନ ସାଢେ ତିନିଟା ରେ ଖୁରଧା, ପୁରୀ, କଟକ ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ଆକାଶ ମାର୍ଗରୁ ପରିଦର୍ଶନ କରିବେ | ମୁଖ୍ୟମନ୍ତ୍ରୀ ଙ୍କ ସହିତ ତାଙ୍କ ସଚିବ ଭି କେ ପାଣ୍ଡିଆନ ମଧ୍ୟ୍ୟ ବନ୍ୟା ପରିସ୍ଥିତି ଅନୁଧ୍ୟାନ କରିବେ |

0
0
0
s2sdefault