ହେଡଲାଇନସ୍:

ପୂର୍ବତଟ ରେଳପଥର ନୂତନ ମୁଖ୍ୟ ଜନସମ୍ପର୍କ ଅଧିକାରୀ ଭାବେ ଅଶୋକ କୁମାର ମିଶ୍ରଙ୍କ ଯୋଗଦାନ |

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଭୁବନେଶ୍ୱର:ଭାରତୀୟ ରେଳ ଇଲେକ୍ଟ୍ରିକାଲ୍ ଇଞ୍ଜିନିୟରିଂ ସେବା (ଆଇଆରଏସଇଇ) ର 2011 ବ୍ୟାଚ୍ ର ଅଧିକାରୀ ଶ୍ରୀ ଅଶୋକ କୁମାର ମିଶ୍ର ପୂର୍ବତଟ ରେଳପଥର ନୂତନ ମୁଖ୍ୟ ଜନସମ୍ପର୍କ ଅଧିକାରୀ (ସିପିଆରଓ) ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି | ମୁଖ୍ୟ ଜନସମ୍ପର୍କ ଅଧିକାରୀ ଭାବରେ ଦାୟିତ୍ୱ ଗ୍ରହଣ କରିବା ପୂର୍ବରୁ ଶ୍ରୀ ମିଶ୍ର ପୂର୍ବତଟ ରେଳପଥର ଉପ ମହାପ୍ରବନ୍ଧକ ଭାବେ ଦାୟିତ୍ୱ ସମ୍ପନ୍ନ କରୁଥିଲେ |

0
0
0
s2sdefault