ହେଡଲାଇନସ୍:

ଉତ୍କଳଗୌରବ ମଧୁସୂଦନ ଦାସଙ୍କୁ ଶ୍ରଦ୍ଧାଞ୍ଜଳି

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଭୁବନେଶ୍ୱର: ଉତ୍କଳଗୌରବ ମଧୁସୂଦନ ଦାସଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ଅବସରରେ ସ୍ଥାନୀୟ ରାଜଭବନ ଛକସ୍ଥିତ ମଧୁବାବୁଙ୍କ ପ୍ରତିମୂର୍ତ୍ତିରେ ଓଡ଼ିଶାର ମାନ୍ୟବର ରାଜ୍ୟପାଳ ଶ୍ରୀ ରଘୁବର ଦାସ ମାଲ୍ୟାର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତିା
ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଆୟୋଜିତ ଏହି ଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମରେ ଆଜି ସକାଳେ ମାନ୍ୟବର ରାଜ୍ୟପାଳଙ୍କ ସହିତ ସୂଚନା ଓ ଲୋକସଂପର୍କ ବିଭାଗ ନିର୍ଦ୍ଦେଶକ ଶ୍ରୀ ସରୋଜ କୁମାର ସାମଲ, ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ଦାସ, ଉପନିର୍ଦ୍ଦେଶକ (କ୍ଷେତ୍ର) ଶ୍ରୀମତୀ ସୁଚେତା ପ୍ରିୟଦର୍ଶିନୀ, ଉତ୍କଳ ସମ୍ମିଳନୀର କର୍ମକର୍ତ୍ତା ଓ ବିଭିନ୍ନ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନର ପ୍ରତିନିଧିବୃନ୍ଦ ମଧୁବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପାର୍ଘ୍ୟ ପ୍ରଦାନ କରିବା ସହ ନବଉତ୍କଳ ନିର୍ମାଣରେ ତାଙ୍କ ଅବଦାନର ସ୍ମ&ୃତିଚାରଣ କରିଥିଲୋ

0
0
0
s2sdefault