ହେଡଲାଇନସ୍:

ବାଉଁସେନମୁରା ପ୍ରାଥମିକ ବିଦ୍ୟାଳୟରେ ପୋଷାକ ବିତରଣ ଉତ୍ସବ 

User Rating: 5 / 5

Star ActiveStar ActiveStar ActiveStar ActiveStar Active
 

ସୋହେଲା, (ଶାସକ ପ୍ରଶାସକ)  ସୋହେଲା ବ୍ଲକ ବାଉଁସେନମୁରା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗତ ୧୨ତାରିଖ ଦିନ ଛାତ୍ର ଛାତ୍ରୀ ମାନଙ୍କର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ  ହୋଇଥିଲା । ଏଥିରେ ମୁଖ୍ୟ ଅତିଥି ଭାବେ ଶ୍ରମ ଓ ଶକ୍ତୀ ମନ୍ତ୍ରୀ ଭାବେ ଯୋଗଦେଇ ଛାତ୍ରଛାତ୍ରୀ ମାନଙ୍କୁ ପୋଷାକ ଓ ଯୋତା ବଂଟନ କରିଥିଲେ । ଏହି ଅବସରରେ ଅନୁଷ୍ଠିତ ସଭାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସଂଜୟ ବାରିକ ସଭାପତିତ୍ୱ କରିଥିଲେ । ସହକାରୀ ଶିକ୍ଷକ କୁବେର ମହାପାତ୍ର କାର୍ଯ୍ୟକ୍ରମର ଉଦ୍ଦେଶ୍ୟ  ଞାପନ ଓ ଧନ୍ୟବାଦ ଅର୍ପଣ କରିଥିଲେ । ବିଦ୍ୟାଳୟ ପରିଚାଳନା କମିଟୀର ସଦସ୍ୟ, ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ ଅଭିବାବକ ମାନେ ଉପସ୍ଥିତ ଥିଲେ ।    

 

0
0
0
s2sdefault