ହେଡଲାଇନସ୍:

ଫନି କ୍ଷତିଗ୍ରସ୍ତ ଉଠାଦୋକାନୀଙ୍କୁ ମିଳିବ 10000 ଟଙ୍କା ଲେଖାଏଁ ସହାୟତା

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଭୁବନେଶ୍ୱର : ଫନି ବାତ୍ୟା ଦ୍ଵାରା କ୍ଷତିଗ୍ରସ୍ତ ୧୧ଟି ପୌରାଞ୍ଚଳରେ ଜୀବିକା ହରାଇଥିବା ୩୦ ହଜାର ଉଠା ଦୋକାନୀଙ୍କୁ ୧୦,୦୦୦/- ଟଙ୍କା ଲେଖାଏଁ ଆର୍ଥିକ ସହାୟତା ମିଳିବ ବୋଲି ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିଶନର କାର୍ଯ୍ୟାଳୟ ସୂତ୍ରରୁ ଜଣାପଡ଼ିଛି ।

0
0
0
s2sdefault