- Hits: 291
ନୂଆ-ଓ, ଯୁବ ଓଡ଼ିଶା, ନବୀନ ଓଡ଼ିଶା ସାମାଜିକ କାର୍ଯ୍ୟାବଳୀ ର ପ୍ରଥମ ଦିନ ରେ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ l
ପଦ୍ମପୁର /ଶିବାଶିଷ ପଟ୍ଟନାୟକ :- ସ୍ଥାନୀୟ ଅଞ୍ଚଳ ମହାବିଦ୍ୟାଳୟ ପଦ୍ମପୁରରେ ନୂଆ-ଓ, ଯୁବ ଓଡ଼ିଶା- ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଉପଲକ୍ଷେ ସାମାଜିକ କାର୍ଯ୍ୟାବଳୀ ର ପ୍ରଥମ ଦିବସ ଅଧକ୍ଷ ଡ଼ଃ ଲଳିତେନ୍ଦୁ ନାୟକ ଙ୍କ ସଭାପତିତ୍ବ ରେ...









