ନବରଙ୍ଗପୁର ଠାରେ ନୂତନ ରାସନ୍ କାର୍ଡ ବଣ୍ଟନ
ମୁଖ୍ୟ ଅତିଥି ରୂପେ ଯୋଗଦେଲେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ
ନବରଙ୍ଗପୁର ତା ୨୪.୫.୨୦୨୫: ଅଶୋକ ସାହୁ, ଶାସକ ପ୍ରଶାସକ,ସ୍ଥାନୀୟ ଜିଲ୍ଲା ପରିଷଦ ସଭାଗୃହରେ ନୂତନ ଖାଉଟି କାର୍ଡ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ମାନ୍ୟବର…