ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଙ୍କ ଏକଲବ୍ୟ ବିଦ୍ୟାଳୟ ପରିଦର୍ଶନ
ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ )ତା ୨୩/୦୫/୨୫ ନବରଙ୍ଗପୁର ଜିଲ୍ଲା ଡ଼ାବୁଗାଁ ବ୍ଲକ ଅନ୍ତର୍ଗତ ଘୋଡାଖୁଣ୍ଟା ଠାରେ ଚାଲିଥିବା ନୂତନ ଏକଲବ୍ୟ ବିଦ୍ୟାଳୟ ପରିଦର୍ଶନ କରିଛନ୍ତି।କାର୍ଯ୍ୟର ଅଗ୍ରଗତି ସହ ବିଦ୍ୟାଳୟ ର ବିଭିନ୍ନ ଆନୁଷଙ୍ଗିକ ସୁବିଧା ସୁଯୋଗ ସମ୍ପର୍କରେ ତଦାରଖ କରିଥିଲେ।…