ନୂଆପଡ଼ାରେ ଜିଲ୍ଲାରେ ରବି ରୁତୁ ପାଇଁ ସାରାବଙ୍ଗରୁ ଧାନ ସଂଗ୍ରହ ଆରମ୍ଭ
ନୂଆପଡ଼ା ଜିଲ୍ଲା ରୁ କଲାମ ମହମ୍ମଦ କ ରିପୋର୍ଟ ଶାସକ ପ୍ରଶାସକ: ନୂଆପଡ଼ା ଜିଲ୍ଲାରେ ରବି ରୁତୁ ପାଇଁ ସାରାବଙ୍ଗ ପ୍ରାଥମିକ ସମବାୟ ସମିତିରୁ ପ୍ରଥମ ଧାନ ସଂଗ୍ରହ ଆରମ୍ଭ ହୋଇଯାଇଛି l ଆଜି ଏଥିପାଇଁ ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ସେଠାରେ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା l…