ଜ୍ଞାନ ବିଜ୍ଞାନ ମେଳା ୨୫-୨୬
https://youtu.be/rO4-o3_z8UA
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଆଜି ( ଶନିବାର ଦିନ) ସ୍ଥାନୀୟ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ସଭାପତି ଶ୍ରୀ ସୁବାଷ ଜମାଦାରଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା…