ସମ୍ବଲପୁର ସହରରେ ଆଉ ଏକ ୧୧କେ.ଭି.ଭୂତଳଲାଇନର ଶୁଭାରମ୍ଭ

ବୁର୍ଲା, ୧୫ ମଇ ୨୦୨୫: ଟାଟା ପାୱାର ଏବଂ ଓଡ଼ିଶା ସରକାରଙ୍କ ଯୌଥ ଉଦ୍ୟୋଗ ଟିପି ୱେଷ୍ଟର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ଼ (ଟିପିଡବ୍ଲ୍ୟୁଓଡିଏଲ୍) ପକ୍ଷରୁ ଅଇଁଠାପାଲି ସ୍ଥିତ ୩୩/୧୧ କେ.ଭି.ପାୱାର୍ ସବଷ୍ଟେସନ୍ (ପିଏସ୍ଏସ୍) ଠାରୁ ସମ୍ବଲପୁର ସହରର ଜ୍ୟୋତି ମାର୍କେଟ…

କୃଷି ଓଭର୍‍ସିଅର ମାନଙ୍କ ମାସିକ ଗସ୍ତଭତ୍ତା ୪୫୦ ଟଙ୍କାରୁ ୧୫୦୦ ଟଙ୍କାକୁ ବୃଦ୍ଧି

ଉପକୃତ ହେବେ ୧୨୫୭ କୃଷି ଓଭର୍‍ସିଅର ଭୁବନେଶ୍ୱର: କୃଷି ଓଭର୍‍ସିଅର ମାନଙ୍କ ମାସିକ ଗସ୍ତଭତ୍ତା ୪୫୦ ଟଙ୍କାରୁ ୧୫୦୦ ଟଙ୍କାକୁ ବୃଦ୍ଧି ପାଇଛି । ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି । ସୂଚନାଯୋଗ୍ୟ ଯେ, କୃଷି ଓଭର୍‍ସିଅର ମାନଙ୍କୁ ଅତି କମରେ ୨୦…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଇଣ୍ଡିଆନ୍‌ ଷ୍ଟିଲ ଆସୋସିଏସନ୍‌

ଅଧିକ ଲୁହା ପଥର ଉତ୍ପାଦନ ଓ ଷ୍ଟିଲ କମ୍ପାନୀ ଗୁଡିକୁ ସୁବିଧାରେ ଲୁହା ପଥର ଯୋଗାଣ ଉପରେ ଗୁରୁତ୍ୱାରୋପ ଭୁବନେଶ୍ୱର: ଇଣ୍ଡିଆନ୍ ଷ୍ଟିଲ ଆସୋସିଏସନ୍‌ର ଅଧ୍ୟକ୍ଷ ଶ୍ରୀ ନବୀନ ଜିନ୍ଦଲଙ୍କ ନେତୃତ୍ୱରେ ଇସ୍ପାତ କ୍ଷେତ୍ରର ଅନେକ ପ୍ରତିନିଧି ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ…

ଆଦିତ୍ୟ ବିର୍ଲା ପବ୍ଲିକ୍ ସ୍କୁଲ, ଓଷାପଡା ଦଶମ ଓ ଦ୍ୱାଦଶ ସିବିଏସଇ ବୋର୍ଡ ପରୀକ୍ଷା ୨୦୨୫ରେ ଶତପ୍ରତିଶତ ସଫଳତା

.ଦଶମରେ ସିଂଜିନି ସରକାର, ଦ୍ଵାଦଶରେ ହିବା ବେଗ ଟପ୍ପର ଟିକିରି ରୁ ବୈକୁଣ୍ଠ ଦୁରିଆ ; ରାୟଗଡା ଜିଲ୍ଲା ସଦର ମହକୁମା ଠାରୁ ଅନତି ଦୂରରେ ଥିବା ଟିକିରି ସ୍ଥିତ ଓଷାପଡା ଠାରେ ଅବସ୍ଥିତ ଆଦିତ୍ୟ ବିର୍ଲା ପବ୍ଲିକ୍ ସ୍କୁଲ୍, ଗତ ୧୫ ବର୍ଷ ଧରି ଅନୁନ୍ନତ ଅଞ୍ଚଳରେ ଶିକ୍ଷାର ବିକାଶକୁ ନେଇ ଅଗ୍ରଣୀ…

ଜଗତସିଂହପୁର ଠାରେ ପରାକ୍ରମ ଶୋଭାଯାତ୍ରା ଅନୁଷ୍ଠିତ

ଜଗତସିଂହପୁର,ତା-୧୫.୦୫.୨୦୨୫/ସୁମନ୍ତ କୁମାର ଦାସ: ଅପରେସନ ସିନ୍ଦୂରର ସଫଳତା ଓ ଭାରତୀୟ ସେନାବାହିନୀର ଦକ୍ଷତାକୁ ସମ୍ମାନ ଜଣାଇ ଆଜି ଜଗତସିଂହପୁର ସଦର ମହକୁମାର ନବକୃଷ୍ଣ ଚୌଧୁରୀ ଷ୍ଟାଡିୟମ୍ ପରିସର ରୁ ଜିଲ୍ଲା ପରିଷଦ କାର୍ଯ୍ୟାଳୟ ପର୍ଯ୍ୟନ୍ତ ପରାକ୍ରମ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି ।…

ସୁବର୍ଣ୍ଣପୁରରେ ସଡକ ସୁରକ୍ଷା ପ୍ରତି ସଚେତନତା କାର୍ଯ୍ୟକ୍ରମ ଆୟୋଜିତ-

ସୁବର୍ଣ୍ଣପୁର, ଶାସକ ପ୍ରଶାସକ (ପ୍ରକାଶ କୁମାର ହାତୀ) ସୋନପୁର ବ୍ଲକ ଛକଠାରେ ଜିଲ୍ଲା ଆଞ୍ଚଳିକ ପରିବହନ ବିଭାଗ ନେତୃତ୍ୱରେ ପଶ୍ଚିମ ଓଡିଶା ଟ୍ରାଫିକ ସଚେତନତା ସଂସ୍ଥାର ସଂଯୋଜକ ପଦ୍ମଲୋଚନ ଭୋସାଗରଙ୍କ ସହଯୋଗ କ୍ରମେ ଏକ ସଡକ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।ଅମାନିଆ…

କଳାହାଣ୍ଡି ଜିଲ୍ଲା ସ୍ତରୀୟ ପରାକ୍ରମ ଶୋଭାଯାତ୍ରା।

ଭବାନୀପାଟଣା:ରୋହିତ କୁମାର ନାଏକ (ଶାସକ ପ୍ରଶାସକ) ଭାରତର ସୁରକ୍ଷା ରେ ପ୍ରତ୍ୟେକ ନାଗରିକ। ଦେଶର ଏକତା, ଅଖଣ୍ଡତା ଓ ଶାନ୍ତି ପ୍ରତିଷ୍ଠା କୁ ବଜାଇ ରଖିବା ପାଇଁ ଭାରତୀୟ ସେନା ର ଅକ୍ଲାନ୍ତ ପରିଶ୍ରମ, ତ୍ୟାଗ,ବଳିଦାନ ଓ କର୍ତ୍ତ୍ୟବ୍ୟ ନିଷ୍ଠା ଅତୁଳନୀୟ। ଭାରତର ସୁରକ୍ଷା ପାଇଁ ଆତଙ୍କବାଦ…

ବଜ୍ରାଘାତ ରେ ବୃଦ୍ଧା ମହିଳା ଙ୍କ ମୃତ

ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ )ତା ୧୫/୦୫/୨୫ ନବରଙ୍ଗପୁର ଜିଲ୍ଲା ଡାବୁଗାଁ ଥାନା ଅନ୍ତର୍ଗତ ବୋରିଗାଁ ମୁଖ୍ୟ ରାସ୍ତାରେ ଆଜି ଅପରାହ୍ନରେ ବଜ୍ରାଘାତ ହେବାରୁ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ମୃତ ବୃଦ୍ଧାଜଣକ ବୋରିଗାଁ ନିକଟ ଡଙ୍ଗରିଗୁଡ଼ା ଗ୍ରାମ ର ଦଶାଏ ପନକା (୫୬) ବୋଲି ଜଣା…

ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟିର ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ନୟାଗଡ଼ (ବିଶ୍ୱଜିତ ନାୟକ) :– ଆଜି ପୂର୍ବାହ୍ନ ୧୦ଘଟିକା ସମୟରେ ଜିଲ୍ଲା ପରିଷଦର ସୃଜନ ସଭାଗୃହରେ ଜିଲ୍ଲାପାଳ ଶ୍ରୀ ଅକ୍ଷୟ ସୁନିଲ ଅଗ୍ରୱାଲଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ  କମିଟିର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ  ବିଧାୟକ…

ଅପରେସନ୍ ସିନ୍ଦୂର’ର ପରାକ୍ରମ ପ୍ରଦର୍ଶନ କୁ ନେଇ ଭଞ୍ଜନଗରରେ ବିଶାଳ ତ୍ରିରଙ୍ଗା ଶୋଭା ଯାତ୍ରା

ଭଞ୍ଜନଗର ରୁ { ଉଦୟନାଥ ପଣ୍ଡା }: ଆତଙ୍କବାଦ ବିରୋଧୀ ଅଭିଯାନ 'ଅପରେସନ୍ ସିନ୍ଦୂର'ର ସଫଳତା ପରେ ଆଜି ଗୁରୁବାର ମେ ମାସ ୧୫ ତାରିଖ ୨୦୨୫ ଭଞ୍ଜନଗରରେ,ଭାରତର ବୀର ସୈନିକ ମାନଙ୍କୁ ସେମାନଙ୍କ ସାହାସିକ ପଦକ୍ଷେପ କୁ ସମ୍ନାନ ଜଣାଇ ଭଞ୍ଜନଗର ଉପଖଣ୍ଡ ସ୍ତରୀୟ ବିଶାଳ ତ୍ରିରଙ୍ଗା ବାଇକ୍…