ଜିଲ୍ଲାସ୍ତରୀୟ ଭିଜିଲାନ୍ସ ମନିଟରିଙ୍ଗ କମିଟି ବୈଠକ ଅନୁଷ୍ଠିତ
ନୟାଗଡ଼(ବିଶ୍ୱଜିତ ନାୟକ) :- ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟଳୟର ସଦଭାବନା ସଭାଗୃହରେ ଜିଲ୍ଲାପାଳଙ୍କ ନିର୍ଦେଶ କ୍ରମେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ରୋଜିନା ଦାସଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ଭିଜିଲାନ୍ସ ମନିଟରିଙ୍ଗ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି | ଅନୁସୂଚିତ ଜାତି ଓ ଅନୁସୂଚିତ…