ମାଆଙ୍କ ନାମରେ ଗଛଟିଏ କାର୍ଯ୍ୟକ୍ରମ
ବେଲଗୁଣ୍ଠା,-(ଶିବରାମ ଚୌଧୁରୀ)- ଭାରତ ସରକାରଙ୍କର କ୍ରୀଡ଼ା ମନ୍ତ୍ରାଳୟ ତରଫରୁ ମେରା ୟୁବା ଭାରତ ଆନୁକୂଲ୍ୟରେ ବେଲଗୁଣ୍ଠା ବ୍ଳକ୍ ନେଟଙ୍ଗା ଗ୍ରାମ ପଂଚାୟତର ଅଭିମନ୍ୟୁ ନଗରରେ ମାଆଙ୍କ ନାମରେ ଗଛଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି I ଏହି ଅବସରରେ ସ୍ଥାନୀୟ ବିବେକାନନ୍ଦ ଯୁବକ ସଂଘର…