ବିଜେପିରେ ଯୋଗ ଦେଲେ ଝାରସୁଗୁଡା ଜିଲ୍ଲା ବ୍ରଜରାଜନଗର ବିଧାନସଭା ମଣ୍ଡଳୀ ଅନ୍ତର୍ଗତ ଲଖନପୁର ବ୍ଲକର ନିର୍ବାଚିତ…
ବିଜେଡି ସମର୍ଥିତ ୧୦ ଜଣ ସରପଂଚଙ୍କ ସମେତ ଅନେକ କର୍ମୀଙ୍କ ବିଜେପିରେ ଯୋଗଦାନ
ସମସ୍ତ ନୂତନ ସଦସ୍ୟଙ୍କୁ ଟୋପି ଓ ଉତରୀୟ ପ୍ରଦାନ କରି ସ୍ୱାଗତ ଜଣାଇଲେ ବରିଷ୍ଠ ନେତୃବୃନ୍ଦ
ସ୍ଥାନୀୟ ଅଂଚଳର ବିକାଶକୁ ଆଗେଇ ନେବା ପାଇଁ ସହାୟକ ହେବା ସହିତ ଦଳୀୟ ସଂଗଠନ ଆହୁରି ସୁଦୃଢ ହେବ…