ଗଜପତିରୁ ପୋଷ୍ୟ ସନ୍ତାନ ଗ୍ରହଣ କଲେ କଟକ ଜିଲ୍ଲା ଦମ୍ପତି
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଆଜି ସୋମବାର ଦିନ ଗଜପତି ଜିଲ୍ଲାରୁ ୭୨ତମ ଶିଶୁଙ୍କୁ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ଫାଲଗୁନି ମାଝୀ ପୋଷ୍ୟ ସନ୍ତାନ ଭାବେ କଟକ ଜିଲ୍ଲାର ଏକ ଦମ୍ପତିଙ୍କୁ ହସ୍ତାନ୍ତର କରିଛନ୍ତି। ପିତୃମାତୃହୀନ ଏହି ଶିଶୁଙ୍କୁ , ଶିଶୁ ମଙ୍ଗଳ ସମିତିଙ୍କ…