ପୂର୍ବ ଶତ୍ରୁତାରୁ ମହାଭାରତ!! ଦୋଷୀ ସାବ୍ୟସ୍ତ ହେଲେ ଅଭିଯୁକ୍ତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ପୂର୍ବ ଶତ୍ରୁତାକୁ ନେଇ ପଥର ମାଡ଼ ମାରି ଲହୁଲୁହାଣ କରିବା ମାମଲାର ଶୁଣାଣି କରି ଗଜପତି ଜିଲ୍ଲା ମୋହନାର ଜେ.ଏମ୍.ଏଫ.ସି. ବିକାଶ କିରଣ ମିଶ୍ର ଭାରତୀୟ ନ୍ୟାୟ ସଂହିତାର ଧାରା ୧୧୫(୨) (ସ୍ବେଚ୍ଛାକୃତ ଭାବରେ ଆଘାତ କରିବା) ଅପରାଧରେ!-->!-->!-->!-->!-->…