ବେଦାନ୍ତ ଆଲୁମିନିୟମ କଳାହାଣ୍ଡିରେ ଏକ ବୃହତ ବହୁ – ବିଶେଷଜ୍ଞ ସ୍ଵାସ୍ଥ୍ୟ ଶିବିର ଆୟୋଜନ କରୁଛି
ଲାଞ୍ଜିଗଡ଼, ୧୮ ଜୁଲାଇ ୨୦୨୫: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମ ପ୍ରୋଜେକ୍ଟ ଆରୋଗ୍ୟ ଅନ୍ତର୍ଗତ ଏକ ବୃହତ ବହୁ - ବିଶେଷଜ୍ଞ ସ୍ୱାସ୍ଥ୍ୟ ଶିବିର ଆୟୋଜନ କରି ଅବହେଳିତ ଅଞ୍ଚଳଗୁଡ଼ିକୁ ଗୁଣବତ୍ତାପୂର୍ଣ୍ଣ ସ୍ୱାସ୍ଥ୍ୟସେବା ଯୋଗାଇବା ପାଇଁ ନିଜର ପ୍ରତିବଦ୍ଧତାକୁ…