ଶିକ୍ଷୟତ୍ରୀ ଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସମାରୋହରେ କାନ୍ଦି କାନ୍ଦି ବିଦାୟ ଦେଲେ ଛାତ୍ରଛାତ୍ରୀ
ପାରଳାଖେମୁଣ୍ଡି ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ଗୋଷାଣୀ ବ୍ଳକ ଅନ୍ତର୍ଗତ ଜାଜପୁର ଗ୍ରାମର ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ରେ ବରିଷ୍ଠ ଶିକ୍ଷୟତ୍ରୀ ଶ୍ରୀମତୀ ଚପଳା ପାଣିଗ୍ରାହୀ ଙ୍କ ବିଦାୟ କାଳୀନ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ…