ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର, ପଦ୍ମପୁରରେ ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳିତ।
ପଦ୍ମପୁର:- ସ୍ଥାନୀୟ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳିତ ହୋଇ ଯାଇଛି । ପ୍ରାତଃ ପର୍ଯ୍ୟାୟ ରେ ପର୍ଯ୍ୟାୟ ପ୍ରମୁଖ ଶ୍ରୀମତୀ ସୁଜାତା ତ୍ରିପାଠୀ ଗୁରୁ ପୂର୍ଣ୍ଣିମା ର ଉଦ୍ଦେଶ୍ୟ କଥନ କରିଥିଲେ । ଶ୍ରୀଯୁକ୍ତ ଦୁର୍ବାଦଳ ସାହୁ ଗୁରୁଜୀ ଗୁରୁ ପୂର୍ଣ୍ଣିମା ବିଷୟରେ…