ଭଦ୍ରକର ବାସୁଦେବପୁର ବ୍ଳକ ପଂଚାୟତ ସମିତି ସମ୍ମିଳନୀ କକ୍ଷରେ ଜିଲ୍ଲାପାଳକଂ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ
ଭଦ୍ରକ, ତା–୧୦/୦୮/୨୦୨୬: ବାସୁଦେବପୁର ବ୍ଳକ ପଂଚାୟତ ସମିତି ସମ୍ମିଳନୀ କକ୍ଷ ପରିସରଠାରେ ଆଜି ଜିଲ୍ଲାପାଳକଂ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି।
ଏହି ଶୁଣାଣିରେ ମୋଟ ୩୬୩ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ଏଥିରୁ ୨୭୮ଟି ବ୍ୟକ୍ତିଗତ ସମସ୍ୟା ସମ୍ବନ୍ଧୀୟ ଥିବାବେଳେ ୭୬ଟି!-->!-->!-->!-->!-->…