“ଦିଗପହଣ୍ଡିରେ ଡାଇରିଆ ପୂର୍ଣ୍ଣ ନିୟନ୍ତ୍ରଣାଧୀନ”
ସଚେତନତା ଓ ବିଶୋଧନ କାର୍ଯ୍ୟ ଜାରି ରଖିବାକୁ ନିର୍ଦ୍ଦେଶ
ଭୁବନେଶ୍ୱର ୮/୭/୨୫: ଏକାଭିମୁଖି ଓ ସମନ୍ୱିତ କ୍ଷେତ୍ରସ୍ତରୀୟ କାର୍ଯ୍ୟକ୍ରମ ମାଧ୍ୟମରେ ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକର ଉସ୍ତପଲ୍ଲୀ ଗ୍ରାମରେ ଦେଖାଦେଇଥିବା ଡାଇରିଆ ରୋଗକୁ ପୂର୍ଣ୍ଣ ନିୟନ୍ତ୍ରଣାଧୀନ କରାଯାଇଛି । ଚଳିତ ମାସ ୬…