ଶ୍ରୀବାଣୀକ୍ଷେତ୍ରକୁ ବାହୁଡ଼ିଲେ ମହାପ୍ରଭୁ
ଭୁବନେଶ୍ୱର, ୫ ।୭: ଦୀର୍ଘ ନବଦିନ ଯାତ୍ରା ସାରି ମହାପ୍ରଭୁ ଜଗନ୍ନାଥ, ବଳଭଦ୍ର ଓ ମାଆ ସୁଭଦ୍ରା ଆଜି ବାହୁଡ଼ାରେ ଶ୍ରୀବାଣୀକ୍ଷେତ୍ରକୁ ବାହୁଡ଼ିଛନ୍ତି । ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ଆଡ଼ମ୍ବରପୂର୍ଣ୍ଣ ଭାବେ ଶେଷ ହୋଇଛି । ପୂର୍ବାହ୍ନରେ ମଙ୍ଗଳ ଆରତୀ, ମଇଲମ, ତଡ଼ପଲାଗି, ରୋଷ ହୋମ, ଅବକାଶ,…