ଛାତ୍ରଛାତ୍ରୀଙ୍କ ସହିତ ମଧ୍ୟାହ୍ନ ଭୋଜନ ଖାଇଲେ ଏସ.ଏମ.ସି ଚେୟାରମ୍ୟାନ ଗଙ୍ଗା ସାହୁ
ବିଜେପୁର :-ବରଗଡ଼ ଜିଲ୍ଲା ବିଜେପୁର ବ୍ଲକ ଅନ୍ତର୍ଗତ ବୈରଖପାଲି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଏସ.ଏମ.ସି ଚେରମ୍ୟାନ ଶ୍ରୀଯୁକ୍ତ ଗଙ୍ଗା ସାହୁ ଆଜି ଛାତ୍ରଛାତ୍ରୀଙ୍କ ସହ ମଧ୍ୟାହ୍ନ ଭୋଜନ କରିଛନ୍ତି । ଉକ୍ତ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ପାଖାପାଖି ଦୁଇ ଶହ…