ସମ୍ ନର୍ସିଂ କଲେଜ ପକ୍ଷରୁ ବିଶ୍ୱ ସ୍ୱାସ୍ଥ୍ୟ ଦିବସ ପାଳନ
ଭୁବନେଶ୍ୱର, ଏପ୍ରିଲ୍ ୧୦: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସମ୍ ନର୍ସିଂ କଲେଜର କମୁ୍ୟନିଟି ହେଲ୍ଥ ନର୍ସିଂ ବିଭାଗ ପକ୍ଷରୁ ବିଶ୍ୱ ସ୍ୱାସ୍ଥ୍ୟ ଦିବସ ୨୦୨୫ ପାଳିତ ହୋଇଯାଇଛି । ଚଳିତ ବର୍ଷର ପ୍ରସଙ୍ଗ ‘ସୁସ୍ଥ ପ୍ରାରମ୍ଭ, ଆଶାପୂର୍ଣ୍ଣ ଭବିଷ୍ୟତ’ କୁ ନେଇ ଏହି ଦିବସ ପାଳନ କରାଯାଇଛି ।…