ଓଡ଼ଗାଁ ବନାଞ୍ଚଳ ଅଧିକାରୀଙ୍କ ଅବସର ଗ୍ରହଣ
ଓଡ଼ଗାଁ,୩୦।୬(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ବନାଞ୍ଚଳ ଅଧିକାରୀ ନିଖିଲେଶ ମଲ୍ଲିକ ଜୁନ୍ ମାସ ୩୦ ତାରିଖ ସୋମବାର ସରକାରୀ କାର୍ଯ୍ୟରୁ ଅବସର ଗ୍ରହଣ କରିଛନ୍ତି।ବନପାଳ ସରିତା ବରାଳଙ୍କ ସଂଯୋଜନାରେ ଅନୁଷ୍ଠିତ ଅବସର କାଳିନ ସଭାରେ ପ୍ରକୃତି ବନ୍ଧୁ ପ୍ରଫୁଲ୍ଲ ମାଝୀ,…