ଯୋଖିପାଲିରେ ଶ୍ରୀଗୁଣ୍ଡିଚା ରଥଯାତ୍ରା ୧୦ଦିନ ପର୍ଯ୍ୟନ୍ତ ରଥାରୁଢ଼ ହୁଅନ୍ତି ତିନିଠାକୁର
ବିଜେପୁର :-ଜଗନ୍ନାଥ ସ୍ୱାମୀ ନୟନ ପଥଗାମୀ ଭବ ତୁମେ ପ୍ରଭୂ ଜଗନ୍ନାଥଙ୍କ ଲୀଳା ସବୁଠାରୁ ନିଆରା ଆଷାଢ଼ ମାସ ଶୁକ୍ଳ ପକ୍ଷ ଦ୍ଵିତୀୟା ଦିନ ପ୍ରଭୁ ଜଗନ୍ନାଥ ତାଙ୍କ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କ ସହ ଶ୍ରୀ ଗୁଣ୍ଡିଚା କୁ ରଥରେ ଯାଇଥାନ୍ତି ପୁରୀ ରଥଯାତ୍ରା ବିଶ୍ଵ ପ୍ରସିଦ୍ଧ ଅଟେ…