୮ମ ତମ ଜାତୀୟ ସ୍ତରୀୟ ତାଇକୋନ୍ଡୁ ପ୍ରତିଯୋଗୀତା ରେ ଜିଲ୍ଲା ଡାଇକୋନଡୁ ଅନୁଷ୍ଠାନର ଛାତ୍ର ଛାତ୍ରୀ ମାନଙ୍କର ସଫଳତା
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ୨୫/୬/୨୦୨୫ ଠାରୁ ୨୭/୬/୨୦୨୫ ତାରିଖ ପର୍ଯ୍ୟନ୍ତ ହାଇଦ୍ରାବାଦ ସ୍ଥିତ ଜି ଏମ୍ ସି ବାଲାୟୋଗୀ ଇନଡୋର ଷ୍ଟାଡିୟମ ଠାରେ ଜାତୀୟ ସ୍ତରୀୟ ଓପନ ଡାଇକୋଡୁ ପ୍ରତିଯୋଗୀତା ଅନୁଷ୍ଠିତ ହୋଇଯାଇଛି। ଏହି ତାଇକୋନ୍ଡୁ ପ୍ରତିଯୋଗିତା ତେଲେଙ୍ଗାନା ତାଇକୋନଡୁ…