ମଦ ଦୋକାନ ସ୍ଥାନାନ୍ତର ପାଇଁ ମହିଳାଙ୍କ ଦାବି

ରାୟଗଡ଼ା - ରାୟଗଡ଼ା ସହରର ନ୍ୟୁକୋଲୋନୀ ଠାରେ ଥିବା ଦୁଇଟି ବିଦେଶୀ ମଦ ଦୋକାନ ସ୍ଥାନାନ୍ତର ପାଇଁ ଦାବି ହୋଇଛି। ସେହି ଅଞ୍ଚଳର ମହିଳାମାନେ ଆଜି ଜିଲ୍ଲାପାଳ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ଏହି ଦାବି କରିଛନ୍ତି। ଲିଖିତ ଭାବେ ଦାବି ଜଣାଇବା ସହ ତୁରନ୍ତ ଜନବସତି ଅଞ୍ଚଳରେ ଥିବା ଦୁଇଟି ବିଦେଶୀ…

ହରିଶଙ୍କର ଠାରେ ଓଡ଼ିଆ ସପ୍ତାହ ପାଳନ ଅବସରରେ ପ୍ରଶାସନ ତରଫରୁ ସଫେଇ କାର୍ଯ୍ୟକ୍ରମ

ଖପ୍ରାଖୋଲ ୭/୪(ହେମସାଗର ) ବଲାଙ୍ଗୀର ଜିଲ୍ଲା ଖପ୍ରାଖୋଲ ବ୍ଲକ୍ ପବିତ୍ର ପୁଣ୍ୟକ୍ଷେତ୍ର ହରିଶଙ୍କର ଠାରେ ବ୍ଲକ୍ ପ୍ରଶାସନ ତରଫରୁ ଓଡ଼ିଆ ସପ୍ତାହ ରବିବାର ପାଳିତ ହୋଇଯାଇଛି। ଏହି ଅବସରରେ ହରିଶଙ୍କର ମନ୍ଦିର ପରିସର, ଝରଣା ଓ ଝରଣା କୂଳକୁ ସଫେଇ କରାଯାଇଥିଲା।ରାଜ୍ୟ ସରକାରଙ୍କ ତରଫରୁ ଓଡ଼ିଆ…

ଖଡିଆଳ ବ୍ଲକରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ନୂଆପଡ଼ା ଜିଲ୍ଲା ରୁ କଲି ମ ମହମ୍ମଦ କ ରିପୋର୍ଟ (ଶାସକ ପ୍ରଶାସକ): ନୂଆପଡ଼ା ଜିଲ୍ଲା ଖଡିଆଳ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷଠାରେ ନୂଆପଡା ଜିଲ୍ଲାପାଳ ମଧୁସୂଦନ ଦାଶ ଓ ଆରକ୍ଷୀ ଅଧିକ୍ଷକ ଜି ଆର୍ ରାଘବେନ୍ଦ୍ରଙ୍କ ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।…

ଜିଲ୍ଲାସ୍ତରୀୟ ଯୁଗ୍ମ ଜନଶୁଣାଣୀ ଶିବିର ଅନୁଷ୍ଠିତ

ଭବାନୀପାଟଣା:ରୋହିତ କୁମାର ନାଏକ(ଶାସକ ପ୍ରଶାସକ) ତା.7.4.2025 – କଳାହାଣ୍ଡି ଜିଲ୍ଲାସ୍ତରୀୟ ଜିଲ୍ଲାପାଳଙ୍କ ଯୁଗ୍ମ ଜନଶୁଣାଣୀ ଓ ସମାଧାନ ଶିବିର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭାଗୃହଠାରେ ଅନୁଷ୍ଠିତ ହୋଇଥିଲା । ଏହି ଯୁଗ୍ମ ଅଭିଯୋଗ ଶୁଣାଣୀ ଓ ସମାଧାନ ଶିବିରରେ ଜିଲ୍ଲାପାଳ…

ଓଡ଼ିଆ ପକ୍ଷ ପାଳନ ଅବସରରେ ସ୍କୁଲ ପିଲାଙ୍କୁ ବର୍ଣ୍ଣବୋଧ ବଣ୍ଟନ କଲେ. ଜିଲ୍ଲାପାଳ ।

  ଭବାନୀପାଟଣା:ରୋହିତ କୁମାର ନାଏକ(ଶାସକ ପ୍ରଶାସକ )ତା 7.4.2025 ଓଡ଼ିଆ ପକ୍ଷ ଏପ୍ରିଲ ପହିଲାରୁ ଆରମ୍ଭ ହୋଇ 14 ଏପ୍ରିଲ ପର୍ଯ୍ୟନ୍ତ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ ମାଧ୍ୟମରେ ପାଳନ କରାଯିବ। କଳାହାଣ୍ଡି ଜିଲ୍ଲା ପ୍ରଶାସନ ତରଫରୁ ଏହି ଅବସରରେ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ ଆୟୋଜନ…

ଉପ ମୁଖ୍ୟମନ୍ତ୍ରୀଙ୍କ କରକମଳରେ ଲୋକାର୍ପିତ ହେଲା ୩୩/୧୧ କେ.ଭି. ଉଚ୍ଚ କ୍ଷମତା ସମ୍ପନ୍ନ ପାୱାର ସବଷ୍ଟେସନ :

ସୁବର୍ଣ୍ଣପୁର,ଶାସକ ପ୍ରଶାସକ(ପ୍ରକାଶ କୁମାର ହାତୀ): ରାଜ୍ୟବାସୀଙ୍କ ପାଇଁ ଗୁଣାତ୍ମକ ବିଦ୍ୟୁତ ସେବା ଯୋଗାଣ ଲକ୍ଷ୍ୟରେ ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ଉପଖଣ୍ଡ ତରଭା ବ୍ଲକ ଦେଉଳପଦର ଠାରେ ଓଡିଏସ ଏସ ପି ଯୋଜନାର ତୃତୀୟ ପର୍ଯ୍ୟାୟରେ ୩୩/୧୧ କେ.ଭି. ଦେଉଳପଦର ପାୱାର ସବଷ୍ଟେସନ, ଓଡିଶାର…

ଡାବୁଗାଁ ରେ ମା ଠାକୁରାଣୀ ଙ୍କ ଘଟଯାତ୍ରା ଆରମ୍ଭ

ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ )ତା ୦୭/୦୪/୨୫ ନବରଙ୍ଗପୁର ଜିଲ୍ଲା ଡାବୁଗାଁ ରେ ମା ଠାକୁରାଣୀଙ୍କ ଘଟଯାତ୍ରା ଆରମ୍ଭ ହୋଇଯାଇଛି। ଡାବୁଗାଁ କୃଷି ଫାର୍ମ ପରିସରରେ ଥିବା ମା ଠାକୁରାଣୀ ମନ୍ଦିର ରୁ ମା ଙ୍କୁ ଭକ୍ତ ଓ ଶ୍ରଦ୍ଧାଳୁ ବାଜା ମର୍ଦ୍ଦଳ,ଆତସବାଜି ଓ ନୃତ୍ୟ ର ତାଳେ ତାଳେ ନଗର…

ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାରେ କଳାହାଣ୍ଡି ଜିଲାରୁ ୧୯୨ଜଣ ତୀର୍ଥ ଯାତ୍ରୀ ରାୟଗଡା,ବାରଣାସୀ, ଅଯୋଧ୍ଯା…

ଭବାନୀପାଟଣା:ରୋହିତ କୁମାର ନାଏକ(ଶାସକ ପ୍ରଶାସକ)ତା. 7.4.2025 – ରାଜ୍ୟ ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାରେ ଆଜି କଳାହାଣ୍ଡି ଜିଲାରୁ ୫ ଗୋଟି ସ୍ୱତନ୍ତ୍ର ବସ ଯୋଗେ ୧୯୨ ଜଣ ବରିଷ୍ଠ ନାଗରିକ ରାୟଗଡା ବାରଣାସୀ, ଅଯୋଧ୍ଯା ଅଭିମୁଖେ ଯାତ୍ରା କରିଛନ୍ତି । ଆଜି ରାୟଗଡାରେ ସମସ୍ତ…

ଓଡ଼ଗାଁ ଶ୍ରୀରାମ ନବମୀ ଯାତ୍ରାର ଦ୍ୱିତୀୟ ସନ୍ଧ୍ୟା,ପ୍ରଭୁଙ୍କ ତାଡକା ବଧର ମନୋରମ ବେଶ ଦର୍ଶନ କଲେ ଶ୍ରଦ୍ଧାଳୁ

ଓଡ଼ଗାଁ,୭।୪(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ଶ୍ରୀ ରଘୁନାଥ ଜୀଉଙ୍କ ଶ୍ରୀରାମ ନବମୀ ଯାତ୍ରା ପାଇଁ ଉତ୍ସବ ମୁଖର ରହିଥିବା ବେଳେ ସୋମବାର ଦ୍ଵିତୀୟ ସନ୍ଧ୍ୟାରେ ଋଷିମୁନିଙ୍କ ଯାଗ ରକ୍ଷା ନିମିତ୍ତ ବିଶ୍ଵାମିତ୍ର ଋଷିଙ୍କ ସଙ୍ଗରେ ବନାଗମନ କାଳରେ ନବଦୃବାଦଳ ଶ୍ୟାମଳ କୋମଳ…

ଓଡ଼ଗାଁ ପିଏମଶ୍ରୀ ରାଧାକାନ୍ତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ବାର୍ଷିକ ଉତ୍ସବ

ଆତ୍ମା ହିନ ମୋବାଇଲ କେବେ ଆତ୍ମୀୟ ହୋଇପାରିବ ନାହିଁ ଓଡ଼ଗାଁ, ୭।୪(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ଅଞ୍ଚଳର ପ୍ରତିଷ୍ଠିତ ଶିକ୍ଷାନୁଷ୍ଠାନ ରାଧାକାନ୍ତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଆଗରେ ଏବେ ପିଏମଶ୍ରୀ ଯୋଡିହୋଇ ଯାଇଛି । ଏଭଳି ଭାବେ ଯୋଗ୍ୟତା ହାସଲ ନିମନ୍ତେ…