୫୩ତମ ଗଜପତି ଜିଲ୍ଲା ପରିଷଦର ବୈଠକ ଅନୁଷ୍ଠିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ୫୩ତମ ଗଜପତି ଜିଲ୍ଲା ପରିଷଦ ବୈଠକ ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଜିଲ୍ଲା ପରିଷଦ ସଭାପତି ଶ୍ରୀଯୁକ୍ତ ଗାବାରା ତିରୁପତି ରାଓ ଅଧ୍ୟକ୍ଷତା କରିଥିବା ବେଳେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ…