ଖରିଫ ନୀତି ନିର୍ଦ୍ଧାରଣ କମିଟି ବୈଠକ
ନବରଙ୍ଗପୁର ତା ୨୫.୬.୨୦୨୫: ଅଶୋକ ସାହୁ, ଶାସକ ପ୍ରଶାସକ,ସ୍ଥାନୀୟ ମିଶନ ଶକ୍ତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଡ଼ା ଶୁଭଙ୍କର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ନବରଙ୍ଗପୁର ଜିଲ୍ଲାର ଚଳିତ ଖରିଫ ଋତୁ ପାଇଁ ଖରିଫ ନୀତି ନିର୍ଦ୍ଧାରଣ କମିଟିର ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ସୁଧୀରଞ୍ଜନ…